ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟରେ ସୁଚନା ଦେଇଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ପରୀକ୍ଷଣ କରିବାକୁ ସେ ନିବେଦନ କରିଛନ୍ତି । ଏଥିସହ ସେ ସମସ୍ତଙ୍କୁ ତୁରନ୍ତ ସଙ୍ଗରୋଧ ରହିବାକୁ ପରାର୍ମଶ ଦେଇଛନ୍ତି ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0