ଚଣ୍ଡୀଗଡ଼: ପଞ୍ଜାବର ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଦ୍ଧୁ କରୋନା ସଂକ୍ରମିତ ହୋଇଛନ୍ତି । ସେ ଗତକାଲି କଂଗ୍ରେସର ପୂର୍ବ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହଙ୍କ ସହ ସଙ୍ଗରୁର ରାଲିରେ ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍ ହେବା ପରେ ହୋମ୍ ଆଇସୋଲେସନରେ ରହିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କର କୋଭିଡ଼୍ ଟେଷ୍ଟ କରାଯିବ ବୋଲି ସ୍ୱାସ୍ଥ୍ୟ ଅଧିକାରୀ କହିଛନ୍ତି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0