ରାଜ୍ୟରେ ବଢିବ ଶୀତ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଟ୍ରଫଲାଇନ ସୃଷ୍ଟି ହୋଇଛି । ଯାହା ଫଳରେ ଆଜି ଆନ୍ଧ୍ର ଉପକୂଳ ଓ ତାମିଲନାଡ଼ୁର କିଛି ସ୍ଥାନରେ ବର୍ଷା ହେବା ନେଇ ଅନୁମାନ କରାଯାଉଛି । ଏହାଦ୍ୱାରା ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଶୀତର ଲହରୀ ଅନୂଭୁତ ହେବ। ତେବେ ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟରେ ପାଗର ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ୧୮ ତାରିଖରୁ ତାପମାତ୍ରା କମିବ ଓ ଶୀତର ପ୍ରକୋପ ବଢ଼ିବ ବୋଲି ପାଣିପାଗ ପୂର୍ବାନୁମାନ କରିଛନ୍ତି ।



Visitors Today : 0
Total Visitors : 130210
Total Views : 9891678
Visitors Online Now : 0