spot_img

ପୁଣି ବଢିବ ବର୍ଷା

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଦେଇ ଅତିକ୍ରମ କରିଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ଥରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଫଳରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଥିବାରୁ ରାଜ୍ୟରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। ଆଜି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular