spot_img

ଆସନ୍ତା ୭୨ ଘଣ୍ଟା ମଧ୍ୟରେ ୧୦ ଜିଲ୍ଳାକୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୭୨ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ ଏହାର ଆଭ୍ୟନ୍ତରୀଣ ଓଡିଶାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୭୨ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡିକ ହେଲା, ଝାରସୁଗୁଡା, ବରଗଡ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ଓ ଦେଓଗଡ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular