spot_img

ଢେଙ୍କାନାଳରେ ଭୟାବହ ଅଗ୍ନିକାଣ୍ଡ

ଢେଙ୍କାନାଳ: ଭୟାବହ ଅଗ୍ନିକାଣ୍ଡରେ ଜଳିପୋଡି ପାଉଁଶ ହୋଇଗଲା ୫ବଖରା ଘର । ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଲାଉଲଇ ଗାଁରେ ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ବାଡି ପଛପଟେ ଲାଗି ରହିଥିବା ଧାନ ଖଳାରେ ମଧ୍ୟ ସମସ୍ତ ଧାନ ପୋଡି ପାଉଁଶ ହୋଇଛି । ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନାହଁ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular