ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହି ୧୬ଟି ବୃହତ ପ୍ରସ୍ତାବ ସହ ବିଧାନସଭାର ସତ୍ରାବସାନ ପ୍ରସ୍ତାବକୁ ବି ଏହି କ୍ୟାବିନେଟ ବୈଠକରେ ମଂଜୁରୀ ମିଳିଛି । ଏସବୁ ନିଷ୍ପତ୍ତି ଗୁଡ଼ିକ ଅର୍ଥ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ଗୃହ, ଅବକାରୀ, ଶ୍ରମ ଓ ଇଏସଆଇ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସହ ସମ୍ପର୍କିତ ବୋଲି ଜଣାପଡ଼ିଛି ।



Visitors Today : 3
Total Visitors : 130166
Total Views : 9891611
Visitors Online Now : 0