spot_img

ଆସନ୍ତାକାଲି ଭାରତ ବନ୍ଦ

ସର୍ବଭାରତୀୟ ବ୍ୟବସାୟୀ ସଂଘ ପକ୍ଷରୁ ଆସନ୍ତାକାଲି ଭାରତ ବନ୍ଦ ଡ଼ାକରା ଦିଆଯାଇଛି । ଜିଏସଟି ସରଳୀକରଣ, ଇ-କମର୍ସ ବ୍ୟବସାୟୀଙ୍କ ବିସ୍ତାରବାଦ ନୀତି ଉପରେ ସରକାରୀ ନିୟନ୍ତ୍ରଣ ଓ ଖାଦ୍ୟ ନିରାପତ୍ତାମାନ ଆଇନରେ ଥିବା କଠୋର ଜରିମାନ ବ୍ୟବସ୍ଥା ଉଚ୍ଛେଦ ଦାବିରେ ଏହି ବନ୍ଦ ଡ଼ାକରା ଦିଆଯାଇଛି । ସଂଘର ଏହି ଡ଼ାକରାକୁ ଓଡ଼ିଶା ବ୍ୟବସାୟର ମହାସଂଘ ସମର୍ଥନ କରିଛି । ଅତ୍ୟାବଶ୍ୟକ ସେବା ବ୍ୟତୀତ ଓଡ଼ିଶାରେ ଅନ୍ୟ ବ୍ୟବସାୟୀମାନେ ଆସନ୍ତାକାଲି ଦୋକାନ ବନ୍ଦ ରଖି ସହଯୋଗ କରିବାକୁ ମହାସଂଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି ।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular