ନୂଆଦିଲ୍ଲୀ: ତାଳଚେର ସାର କାରଖାନା ହେବ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ କାରଖାନା । ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେର ସାର କାରଖାନା ଦ୍ୱାରା କାର୍ୟ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟ ଏବଂ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି।
ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ତାଳଚେର ସାର କାରଖାନା କାର୍ୟ୍ୟକ୍ଷମ ହେଲେ ଏହା ପେଟକୋକ୍ ବ୍ଲେଣ୍ଡିଂ ସହ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା ହେବ।



Visitors Today : 21
Total Visitors : 130489
Total Views : 9892032
Visitors Online Now : 1