spot_img

ଇଷ୍ଟ ବେଙ୍ଗଲ ଓ ଚେନ୍ନାଇନ ମ୍ୟାଚ ଡ୍ର

ଗୋଆ: ଇଣ୍ଡିଆନ ସୁପରଲିଗରେ ଇଷ୍ଟ ବେଙ୍ଗଲ ଓ ଚେନ୍ନାଇନ ଏଫସି ମଧ୍ୟରେ ଖେଳାଯାଇଥିବା ମ୍ୟାଚ ୨-୨ଗୋଲରେ ଡ୍ର ରହିଛି । ଚଳିତ ବର୍ଷର ଏହା ୩୯ତମ ମ୍ୟାଚରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା । ତେବେ ଚେନ୍ନାଇନ ୭ଟି ମ୍ୟାଚ ଖେଳି ୨ଟି ବିଜୟ, ୩ଟି ଡ୍ର ଓ ୨ଟି ବିଜୟ ସହ୯ ପଏଣ୍ଟ ହାସଲ କରି ତାଲିକାର ସପ୍ତମ ସ୍ଥାନରେ ରହିଛି । ଅନ୍ୟପଟେ ଇଷ୍ଟ ବେଙ୍ଗଲ ୭ଟି ମ୍ୟାଚ ଖେଳି ୩ଟି ଡ୍ର ଓ ୪ଟି ପରାଜୟ ସହ ୩ଟି ପଏଣ୍ଟ ହାସଲ କରି ତାଲିକାରେ ଦଶମ ସ୍ଥାନରେ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular