spot_img

ଚଳିତ ବର୍ଷ ଭାରତରେ ଖେଳାଯିବ ଆଇପିଏଲ

ମୁମ୍ବାଇ: ଚଳିତ ବର୍ଷ ଭାରତରେ ଆଇପିଏଲ ଖେଳାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ସ୍ପଷ୍ଟ କରିଛି । ଏହା ସହ ଆଇପିଏଲ ପାଇଁ ମୁମ୍ବାଇ ଓ ପୁଣେ ସହର ମଧ୍ୟରେ ୫ଟି ଭେନୁ୍ୟକୁ ଚୟନ କରାଯାଇଛି । ଏହି ଭେନ୍ୟୁ ଗୁଡିକ ହେଲା ୱାଙ୍ଖଡେ ଷ୍ଟାଡିୟମ, ବ୍ରାବୋର୍ନ ଷ୍ଟାଡିୟମ, ଡିୱାଇ ପାଟିଲ ଷ୍ଟାଡିୟମ, ନବି ମୁମ୍ବାଇର ରିଲାଏନ୍ସ କ୍ରିକେଟ ଷ୍ଟାଡିୟମ ଓ ମହରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ । ସେହିପରି ମୋଟେରାସ୍ଥିତ ସର୍ଦ୍ଦାର ପଟେଲ ଷ୍ଟାଡିୟମରେ ନକଆଉଟ ଭଳି କେତୋଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଆୟୋଜନ ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular