spot_img

ଆଜି ସଂଧ୍ୟାରେ ଜଗନ – ନବୀନ ଭେଟ

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଆଜି ଓଡିଶା ଗସ୍ତରେ ଆସୁଛନ୍ତି । ଏହି ସମୟରେ ସେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ । ସଂଧ୍ୟା ୫ଟାରେ ଲୋକସେବା ଭବନରେ ଲୋକସେବା କନ୍‌ଭେନ୍ସନ ହଲ୍‌ରେ ଏହି ବୈଠକ ଅନୁଷ୍ଠିତ ହେବ । ୨ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ବୈଠକ । ଲୋକସେବା ଭବନରେ ୨ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ଆଲୋଚନା ଜାରି ରହିଛି । ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଛନ୍ତି । ତେବେ ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଭେଟାଭେଟିକୁ ନେଇ କୌଣସି ରାଜନୈତିକ ସଂକେତ ଥିବା ସୂଚନା ମିଳୁଛି |

LEAVE A REPLY

Please enter your comment!
Please enter your name here

- Advertisment -

Most Popular