spot_img

ଜୋ ବାଇଡେନ୍ ଓ କମଲା ହ୍ୟାରିସ ‘ଟାଇମ ପର୍ସନ ଅଫ ଦ ଇୟର’

ନ୍ୟୁୟର୍କ: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଟାଇମ୍ ପର୍ସନ ଅଫ ଦ ଇୟର ଭାବେ ଚୟନ କରାଯାଇଛି। ତେବେ ଲୋକପ୍ରିୟ ପତ୍ରିକା ଟାଇମ୍ ପକ୍ଷରୁ ଉଭୟଙ୍କୁ ୨୦୨୦ ବର୍ଷ ପାଇଁ ‘ପର୍ସନ ଅଫ୍ ଦ ଇୟର’ ସମ୍ମାନରେ ସମ୍ମାନିତ କରାଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular