କଟକ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୧୦୦୦ ଖେଲୋ ଇଣ୍ଡିଆ କେନ୍ଦ୍ର ଖୋଲାଯିବ । ଦେଶର କ୍ରୀଡ଼ା ହବ୍ ଭାବେ ପରିଚିତ ଓଡ଼ିଶାରେ ଅଧିକରୁ ଅଧିକ ଖେଲୋ ଇଣ୍ଡିଆ କେନ୍ଦ୍ର ଖୋଲିବା ନେଇ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ଭୁବନେଶ୍ବରର କଳିଙ୍ଗ ଷ୍ଟାଡ଼ିୟମରେ ଖେଲୋ ଇଣ୍ଡିଆ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ପ୍ରତିଷ୍ଠା କରାଯିବ । ଯେଉଁଠାରେ ଖେଳାଳି କ୍ରୀଡ଼ା ବିଜ୍ଞାନ ସମ୍ବନ୍ଧୀୟ ସମସ୍ତ ସୁବିଧା ପାଇପାରିବେ ବୋଲି ସୂଚନା ମିଳଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0