spot_img

ମହାରାଷ୍ଟ୍ରର ହସ୍ପିଟାଲରେ ଘଟିଛି ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ: ମହାରାଷ୍ଟ୍ରର ଭଣ୍ଡାରା ହସ୍ପିଟାଲରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଏହି ଘଟଣାରେ ୧୦ ଶିଶୁଙ୍କ ମୃତ୍ୟୁ ଘଟିଛି । ତେବେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ସ୍ୱାସ୍ଥ୍ୟ ମନ୍ତ୍ରୀ, ଜିଲ୍ଲାପାଳ, ପୁଲିସ ଅଧିକାରୀଙ୍କୁ ଘଟଣାକୁ ନେଇ ଆଲୋଚନା କରିବା ସହ ତଦନ୍ତ ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଦବ ଠାକରେ । ଏହାସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular