ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କୁ ବାହାର କରାଯାଇଛି। ବରୁଣ ଲଗାତାର ସରକାରଙ୍କର ବିଭିନ୍ନ ନୀତିର ସମାଲୋଚନା ଜାରି ରଖିଥିଲେ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୂଆ କାର୍ଯ୍ୟକାରିଣୀ ଘୋଷଣା କରିଛନ୍ତି। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିିଆ ଏବଂ ମିଥୁନ ଚକ୍ରବର୍ତ୍ତୀଙ୍କୁ ସ୍ଥାନ ମିଳିଛି। ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସାରେ ବରୁଣ ଗୁରୁବାର ନିଜ ଟୁଇଟର ହ୍ୟାଣ୍ଡେଲରେ ଏକ ଭିଡ଼ିଓ ଅପଲୋଡ୍ କରିବା ସହିତ ଘଟଣାକୁ ନିନ୍ଦା କରିଥିଲେ। ଏହା ପରେ ପରେ ଭାଜପା କାର୍ଯ୍ୟକାରିଣୀ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ଚର୍ଚ୍ଚା ହେଉଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0