ପୁଲୱାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳିବିନିମୟ । ଜାମ୍ମୁ- କାଶ୍ମୀରର ପୁଲୱାମା ଜିଲ୍ଲାର ଟିକେନା ଅଞ୍ଚଳରେ ଆଜି ସକାଳୁ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ପୁଲୱାମାର ଟିକନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ ଅପରେସନ କରାଯାଇଥିଲା । ଆତଙ୍କବାଦୀମାନେ ସୁରକ୍ଷା ବାହାନୀ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଏନ୍କାଉଣ୍ଟର୍ରେ ମୃତ୍ୟୁ ହୋଇଛି । ସଂପୃକ୍ତ ଅଞ୍ଚଳରେ ପ୍ରାୟ ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ପୁଲିସ୍କୁ ସୂଚନା ମିଳିଥିଲା ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0