ମୁନିଗୁଡା : ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ଡିମିରିଗୁଡା ଗାଁ ନିକଟରେ ଲାଗିଲା ମାଓ ପୋଷ୍ଟର । ଏହି ପୋଷ୍ଟରକୁ ଓଡିଶା ରାଜ୍ୟ କମିଟି ସିପିଆଇ ମାଓବାଦୀ ତରଫରୁ ଲଗାଯାଇଥିବା ପୋଷ୍ଟରରେ ଉଲ୍ଲେଖ ରହିଛି । ପୋଷ୍ଟର ଦେଖି ଅଞ୍ଚଳରେ ଭୟର ବାତ୍ତାବରଣ ଦେଖାଦେଇଛି । ୪ଟି ମାଓ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି । ଡିସେମ୍ବର ୨ରୁ ୮ ଯାଏଁ ପିଏଲଜିଏ ସପ୍ତାହ ପାଳନ କରିବାକୁ ଆହ୍ବାନ କରାଯାଇଥିବାବେଳେ ଇନଫର୍ମର ନେଟଓ୍ବର୍କକୁ ଧ୍ବଂଶ କରନ୍ତୁ ଓ ନୂଆ ଗଣତାନ୍ତ୍ରିକ ବିପ୍ଳବୀଙ୍କୁ ଜିନ୍ଦାବାଦ ବୋଲି ଲେଖାଯାଇଛି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0