spot_img

ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ୍ ରୋଜଲ୍ଟ

ଭୁବନେଶ୍ୱର: ଚଳିତ ବର୍ଷ ଜୁଲାଇ ୨୯ ତାରିଖରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏକ ପ୍ରେସ୍ ମିଟରେ ସୂଚନା ଦେଇଛନ୍ତି । ବୋର୍ଡର ୨ଟି ୱେବସାଇଟ ଓ ଏସଏମଏସ ମାଧ୍ୟମରେ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ଫଳ ଜାଣିପାରିବେ । ଚଳିତ ବର୍ଷ ୫ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ମାତ୍ର କରୋନା କଟକଣା ପାଇଁ ଖାତା ଦେଖାରେ ବିଳମ୍ବ ହୋଇଥିବାରୁ ରେଜଲ୍ଟ ଏବେ ପ୍ରକାଶ ପାଇବ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular