spot_img

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ବର: ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ। ମେ’ ୩ ତରିଖରେ ମାତୃଭାଷା ଓଡିଆ, ୫ ରେ ଇଂରଜ, ୭ରେ ତୃତୀୟ ଭାଷା ହିନ୍ଦୀ ଏବଂ ୮ ରେ ସସ୍କୃତ ପରୀକ୍ଷା ହେବ। ମେ ୯ ତାରିଖରେ ଭର୍ଚୁଆଲ ଆକ୍ଟ ( ପ୍ରାକ୍ଟିକାଲ) ହେବ। ୧୦ରେ ଗଣିତ ପରୀକ୍ଷା, ମେ’ ୧୨ରେ ବିଜ୍ଞାନ ଓ ୧୫ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ । କେବଳ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍ ମିଳିବ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular