spot_img

ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ । ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମନ୍ତ୍ରୀ ପରିଷଦରେ କିଛି ବଡ଼ ଧରଣର ନିଷ୍ପତି ହେବାର ସୂଚନା ମିଳିଛି । ନବୀନ ନିବାସରୁ ଭିଡ଼ିଓ କନଫରେନ୍‌ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ସାମିଲ ହେବେ । ସେହିପରି ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲାରେ ଥିବା ଅନ୍ୟମନ୍ତ୍ରୀମାନେ ସମ୍ପୃକ୍ତ ଜିଲ୍ଲାପାଳଙ୍କ ଭିଡ଼ିଓ କନଫରେନ୍‌ସିଂ ପ୍ରକୋଷ୍ଠରୁ ସାମିଲ ହେବ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular