spot_img

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ବର : ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା । ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ତେବେ କରୋନା ପଜିଟିଭ ରିପୋର୍ଟ ଆସିବା ପରେ ମନ୍ତ୍ରୀ ବର୍ତ୍ତମାନ ହୋମ୍ ଆଇସୋଲେସନରେ ରହିଥିବା ସୂଚନା ମିଳିଛି ।

ଏହା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ କରୋନା ପରୀକ୍ଷା କରାଇନେବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ପଦ୍ମିନୀ ଦିଆନ। କରୋନା ପଜିଟିଭ୍ ଥିବା ନିଜେ ଟ୍ବିଟ୍ କରି ସୂଚନା ଦେଇଥିଲେ ମନ୍ତ୍ରୀ ପଦ୍ମିନୀ ଦିଆନ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular