spot_img

ଉଚତା ଉପରେ ପ୍ରଭାବ ପକାଉଛି ମୋବାଇଲ୍ ।

ଗବେସଣା ରୁ ଜଣାପଡିଛି ଯେ ମୋବାଇଲ୍ କିମ୍ବା ଅନ୍ୟ କୌଣସି ଉପକରଣକୁ ଦେଖିବା ପାଇଁ ମୁଣ୍ଡ ନୁଆଁଇ ତଳକୁ ଦେଖିବାକୁ ପଡେ କିନ୍ତୁ ଅଧିକାଂଶ ସମୟ ଏଭଳି କଲେ ଆପଣଙ୍କ ଉଚ୍ଚତା  ବିପଦରେ ଆସିପାରେ ଏହା ଆପଣ ଜାଣିନଥିବେ । ଆଜିର ସମୟରେ ଫୋନ୍ ଏବଂ ଟ୍ୟାବଲେଟ୍ ର ବ୍ୟବହାର ବଢିବା ସହ ଲାପଟପ୍ ଏବଂ ଡେସ୍କଟପ୍ କମ୍ପ୍ୟୁଟରର ବ୍ୟବହାର ମଧ୍ୟ ଅଧିକ ବଢୁଛି । ତେବେ ଏହି ଉପକରଣକୁ ବ୍ୟବହାର କରିବାକୁ ହେଲେ ବେକକୁ ତଳକୁ କରି କାମ କରିବାକୁ ପଡିଥାଏ । କିନ୍ତୁ ବର୍ତ୍ତମାନ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଗବେଷଣାରୁ ଜଣାପଡିଛି ଯେ ଏହି ଇଲେକ୍ଟ୍ରୋନିକ୍ ଉପକରଣ ବ୍ୟବହାର କରିବା ଦ୍ୱାରା ବେକ ଉପରେ ଏହାର ପ୍ରେସର୍ ପଡୁଛି । ଯେଉଁଥିପାଇଁ ଉଚ୍ଚତାରେ ଏହାର ସିଧାସଳଖ ପ୍ରଭାବ ପଡୁଛି । ଗବେଷଣାରୁ ଜଣାପଡିଛି ଯେ ମହିଳା ଏବଂ ଛୋଟ ପିଲା ମାନେ ଲମ୍ବା ଲୋକଙ୍କ ଠାରୁ ଅଧିକ ନିଜ ମୁଣ୍ଡକୁ ବିଭିନ୍ନ ଠାଣିରେ ବୁଲାଇ ଥାନ୍ତି । ତେଣୁ ସେମାନେ ଅଧିକ ସମୟ ବେକ ଯନ୍ତ୍ରଣାରେ କଷ୍ଟ ପାଇଥାନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular