spot_img

ଦେଶରେ କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ହଜାର ୯୫୮ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୭ ଲକ୍ଷ ୩ ହଜାର ୭୭୦ । ଗତ ୨୪ ଘଣ୍ଟାରେ ୨୬ ହଜାର ୫୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୩୮୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୧ ଲକ୍ଷ ୭୮ ହଜାର ୯୪୬ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ଲକ୍ଷ ୮୩ ହଜାର ୮୬୬ ରହିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular