spot_img

ଦେଶରେ ୪୫,୧୪୯ ନୂଆ ଆକ୍ରାନ୍ତ, ୪୮୦ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୧୯ ହଜାର ୧୪ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୯ ଲକ୍ଷ ୯ ହଜାର ୯୬୦ । ଗତ ୨୪ ଘଣ୍ଟାରେ ୪୫ ହଜାର ୧୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୪୮୦ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୧ ଲକ୍ଷ ୩୭ ହଜାର ୨୨୮ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ଲକ୍ଷ ୫୩ ହଜାର ୭୧୭ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular