spot_img

ଦେଶରେ ୩୬,୪୬୯ ନୂଆ ଆକ୍ରାନ୍ତ, ୪୮୮ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୧୯ ହଜାର ୫୦୨ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୭୯ ଲକ୍ଷ ୪୬ ହଜାର ୪୨୯ । ଗତ ୨୪ ଘଣ୍ଟାରେ ୩୬ ହଜାର ୪୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୪୮୮ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୨ ଲକ୍ଷ ଏକ ହଜାର ୭୨ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ଲକ୍ଷ ୨୫ ହଜାର ୮୫୭ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular