ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୨ହଜାର ୬୦୭ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮୨ଲକ୍ଷ ୨୯ ହଜାର ୩୧୩ । ଗତ ୨୪ ଘଣ୍ଟାରେ ୪୫ ହଜାର ୨୩୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୪୯୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୭୫ ଲକ୍ଷ ୪୪ ହଜାର ୭୯୮ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ଲକ୍ଷ ୬୧ ହଜାର ୯୦୮ ରହିଛି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0