spot_img

ଦେଶରେ ଦିନକରେ ୩୨, ୦୮୦ ଆକ୍ରାନ୍ତ, ୪୦୨ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ଲକ୍ଷ ୪୧ ହଜାର ୩୬୦ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୭ ଲକ୍ଷ ୩୫ ହଜାର ୮୫୦ । ଗତ ୨୪ ଘଣ୍ଟାରେ ୩୨ ହଜାର ୦୮୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୪୦୨ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୨ ଲକ୍ଷ ୧୫ ହଜାର ୫୮୧ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ଲକ୍ଷ ୭୮ ହଜାର ୯୦୯ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular