spot_img

ଦେଶରେ ୨୨,୬୫ ନୂଆ ଆକ୍ରାନ୍ତ, ୩୫୪ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୩ ହଜାର ୭୦୯ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୯ ଲକ୍ଷ ୬ ହଜାର ୧୬୫ । ଗତ ୨୪ ଘଣ୍ଟାରେ ୨୨ ହଜାର ୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୩୫୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୪ ଲକ୍ଷ ୨୨ ହଜାର ୬୩୬ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ଲକ୍ଷ ୩୯ ହଜାର ୮୨୦ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular