ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୪୪ ହଜାର ୪୫୧ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୯ ଲକ୍ଷ ୫୬ ହଜାର ୫୫୭ । ଗତ ୨୪ ଘଣ୍ଟାରେ ୨୪ ହଜାର ୦୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୩୫୫ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୪ ଲକ୍ଷ ୮୯ ହଜାର ୭୪୦ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ଲକ୍ଷ ୨୨ ହଜାର ୩୬୬ ରହିଛି ।



Visitors Today : 0
Total Visitors : 130210
Total Views : 9891678
Visitors Online Now : 0