spot_img

ଦେଶରେ ୨୨,୨୭୪ ନୂଆ ଆକ୍ରାନ୍ତ, ୨୫୧ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୪୭ ହଜାର ୩୪୩ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧କୋଟି ୦୧ଲକ୍ଷ ୬୯ ହଜାର ୧୧୮ । ଗତ ୨୪ ଘଣ୍ଟାରେ ୨୨ ହଜାର ୨୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୨୫୧ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୭ ଲକ୍ଷ ୪୦ ହଜାର ୧୦୮ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ଲକ୍ଷ ୮୧ ହଜାର ୬୬୭ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular