spot_img

ଆସନ୍ତା ୨୫ରେ ବିଧାନସଭା ପାଇଁ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ବିଧାନସଭା ପାଇଁ ହେବ ସର୍ବଦଳୀୟ ବୈଠକ । ତେବେ ଏହି ବୈଠକରେ କୋଭିଡ ମହାମାରୀ ସମୟରେ ବିଧାନସଭା କେମିତି ଚାଲିବ, କଣ ସବୁ ଗାଇଡଲାଇନ ରହିବ ଏବଂ ପ୍ରଶ୍ନକାଳ –ଉତ୍ତରକାଳ ଓ ଶୂନ୍ୟକାଳ ରହିବ କି ନାହିଁ ତାହା ବୈଠକରେ ଆଲୋଚନା କରାଯିବ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେପ୍ଟେମ୍ବର ୨୯ ତାରିଖରେ ବିଧାନସଭାରେ ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ତେଣୁ ଏହା ପୁର୍ବରୁ ଆସନ୍ତା ୨୫ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular