ନୂଆଦିଲ୍ଲୀ: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଠକେଇ ମାମଲାରେ ପଳାତକ ବ୍ୟବସାୟୀ ନୀରବ ମୋଦୀଙ୍କୁ ଭାରତ ଫେରାଇ ଆଣିବା ନେଇ ବ୍ରିଟେନ କୋର୍ଟ ଫେବୃଆରୀ ୨୫ ରେ ଏହାର ରାୟ ପ୍ରଦାନ କରିବେ। ଲଣ୍ଡନର ୱେଷ୍ଟମିନିଷ୍ଟର ମାଜିଷ୍ଟ୍ରେଟ କୋର୍ଟ ମୋଦୀଙ୍କ ପ୍ରତ୍ୟର୍ପଣ ମାମଲାରେ ଜାନୁଆରୀ ୮ ରେ ଶୁଣାଣି ଶେଷ କରିଛନ୍ତି। ଯଦି ସେ ଭାରତ ଫେରିବାକୁ ନିଷ୍ପତ୍ତି ନିଅନ୍ତି, ତେବେ ତାଙ୍କୁ ମୁମ୍ବାଇର ଆର୍ଥର ରୋଡ ଜେଲରେ ରହିବାକୁ ପଡ଼ିବ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0