spot_img

୨୪ ଘଣ୍ଟାରେ କେହି ବି କୋଭିଡ୍ ଆକ୍ରାନ୍ତ ପ୍ରାଣ ହରାଇନାହାନ୍ତି

ଭୁବନେଶ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ରାଜ୍ୟ ପାଇଁ ଏକ ଖୁସି ଖବର ରହିଛି । ୨୪ ଘଣ୍ଟା ମଧ୍ୟରେ କେହି ହେଲେ ବି କରୋନା ସଂକ୍ରମିତ ପ୍ରାଣ ହରାଇନାହାନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭ରେ ସ୍ଥିର ରହିଛି ।

 

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଟ୍ବିଟ୍‌ରେ ଉଲ୍ଲେଖ ରହିଛି ଯେ, ‘ଖୁସି ଖବର, ଦୀର୍ଘ ୬ମାସ ପରେ ପ୍ରଥମ ଥର ଜାନୁଆରୀ ୫ ତାରିଖରେ ରାଜ୍ୟରେ କେହି ହେଲେ ବି କରୋନା ସଂକ୍ରମିତ ପ୍ରାଣ ହରାଇନାହାନ୍ତି । କୋଭିଡ୍ ଯୋଦ୍ଧାଙ୍କ ଅକ୍ଲାନ୍ତ ପରିଶ୍ରମ ଓ ନିଷ୍ଠାପରସେବା ଦ୍ବାରା ଏହା ସମ୍ଭବ ହୋଇପାରିଛି । ସେହି କୋଭିଡ୍ ଯୋଦ୍ଧାମାନଙ୍କୁ ସାଲ୍ୟୁଟ୍ ।’

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular