ଭୁନବେଶ୍ଵର: ଏଣିକି ପ୍ରଥମ ଶ୍ରେଣୀରୁ ଇଂରାଜୀ ଶିକ୍ଷା। ଆସନ୍ତାବର୍ଷ ଶିକ୍ଷା ବର୍ଷରୁ ପ୍ରଥମ ଶ୍ରେଣୀ ପିଲା ପଢିବେ ଇଂରାଜୀ ପାଠ। ଏହି ନୂଆ ବ୍ୟବସ୍ଥା ୩୦ ଜିଲ୍ଲାର ୧୦୧ଟି ସ୍କୁଲରେ ପ୍ରଚଳନ ହେବ। ରାଜ୍ୟରେ ଚିହ୍ନଟ ସରକାରୀ ସ୍କୁଲ ଅଫ ଏକ୍ସିଲେନ୍ସରେ ଏହି ନୂଆ ବ୍ୟବସ୍ଥା ଲାଗୁ ହେବ। ଏ ନେଇ ଶନିବାର ସୂଚନା ଦେଇଛନ୍ତି ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0