ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ତେବେ ଏହାକୁ ନେଇ ରାଜ୍ୟରେ ସମୀକ୍ଷା ବୈଠକ କରାଯିବ । ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୧ଟା ବେଳେ ଲୋକସେବା ଭବନରେ ବୈଠକ ବସିବ । ବୈଠକରେ ଓମିକ୍ରନକୁ କିଭଳି ଭାବେ ରୋକାଯାଇପାରିବ ସେନେଇ ଆଲୋଚନା ହେବ । ବୈଠକରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 0