spot_img

୨-୦ରେ ଆଗରେ ରହିଛି ନ୍ୟୁଜିଲାଣ୍ଡ

ନ୍ୟୁଜିଲାଣ୍ଡ : ଓଭାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ହୋଇଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ୭୨ ରନରେ ବିଜୟ ହାସଲ କରିଛି । ଏହା ସହ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ରହିଛି ନ୍ୟୁଜିଲାଣ୍ଡ ଦଳ । ଟସ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତି ନେଇଥିଲା ୱେଷ୍ଟଇଣ୍ଡିଜ । ତେବେ ପ୍ରଥମେ ବ୍ୟାଟିଂ କରି ୩ ୱିକେଟ ହରାଇ ୨୩୮ ରନ ସଂଗ୍ରହ କରିଥିଲା ନ୍ୟୁଜିଲାଣ୍ଡ । ଏହାର ଜବାବରେ ୱେଷ୍ଟଇଣ୍ଡିଜ ୯ ୱିକେଟ ହରାଇ ମାତ୍ର ୧୬୬ ରନରେ ହିଁ ସଂଗ୍ରହ କରିପାରିଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular