ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ତଳମୁହାଁ ହେଉଛି ପାରଦ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଫୁଲବାଣୀରେ ୯.୫ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଦାରିଙ୍ଗବାଡିରେ ୧୧ ଡିଗ୍ରୀକୁ ଛୁଇଁଛି ପାରଦ। ୧୩ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ ଥିବା ନେଇ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସେପଟେ ଭୁବନେଶ୍ୱର, କଟକ ସମେତ କିଛି ସ୍ଥାନରେ ଘନ କୁହୁଡି ଯୋଗୁଁ ଗାଡି ଚଳାଚଳରେ ବାଧା ଉପୁଜିଛି।



Visitors Today : 0
Total Visitors : 130423
Total Views : 9891953
Visitors Online Now : 0