ଭୁବନେଶ୍ବର : ରାଜ୍ୟରେ ୧୩୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ସୋମବାର ସରକାରଙ୍କ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ୪୭ ବର୍ଷୀୟ ବ୍ୟକ୍ତି ବୋଲି ଜଣାପଡିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0