ଯାଜପୁରର: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରାଜ ମନ୍ଦିର । ଆଜି ଏକ ସାମ୍ବାଦିକ ସମିଳନୀରେ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋଡ଼ । ସକାଳ ୬ ଘଟିକରୁ ସନ୍ଧ୍ୟା ୫ ମଧ୍ୟରେ ଶ୍ରଦ୍ଧାଳୁମାନେ ମା’ଙ୍କ ଦର୍ଶନ କରିପାରିବେ।
ଏଥିସହ ନୂଆବର୍ଷରେ ଅଧିକ ଗହଳିକୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୧,୨ ଓ ୩ ତାରିଖରେ ମନ୍ଦିର ବନ୍ଦ ରହିବ । ଏହି ସମୟରେ ମନ୍ଦିର ମଧ୍ୟରେ କୌଣସି ବିବାହ କାର୍ୟ୍ୟ କରାଯିବ ନାହିଁ କେବଳ ପିଣ୍ଡଦାନ ହୋଇପାରିବ ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0