ଭୁବନେଶ୍ୱେର: ଫେବୃଆରୀ ୧୦ରୁ ଆରମ୍ଭ ହେବ ପିଜି ପାର୍ଟ-୧ କ୍ଲାସ୍। କ୍ଲାସ ଆରମ୍ଭ ହେବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃଆରୀ ୧୦ରୁ ଆରମ୍ଭ।୧୦ରୁ କ୍ଲାସ ଆରମ୍ଭ ହେବାର ଥିବାରୁ ୮ରେ ଖୋଲିଯିବ ହଷ୍ଟେଲ । କୋଭିଡ ଗାଇଡଲାଇନ ମାନି କ୍ଲାସ ହେବ କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ। ୟୁଜି ୩ୟ ସେମିଷ୍ଟର ଓ ୫ମ ସେମିଷ୍ଟର ପରୀକ୍ଷା ଏପ୍ରିଲ ୧୯ରୁ ଆରମ୍ଭ। ଏପ୍ରିଲ ୧୯ରୁ ଆରମ୍ଭ ହୋଇ ୩୦ ଏପ୍ରିଲ ଯାଏ ଚାଲିବ ପରୀକ୍ଷା। ମେ ୩୧ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଲେ ମନ୍ତ୍ରୀ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0