କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ୧୩ ରାଉଣ୍ଡ ଗଣତି ଶେଷ ହୋଇଛି । ୧୩ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୫୦,୮୮୦ ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୩୬,୬୬୮ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୨୭୮ ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0