କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ୨୦ ରାଉଣ୍ଡ ଗଣତି ଶେଷ ହୋଇଛି । ୨୦ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୭୮,୩୭୭ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୫୮,୦୭୮ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୩୬୬୩ ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0