କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ୨୧ ରାଉଣ୍ଡ ଗଣତି ଶେଷ ହୋଇଛି । ୨୧ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୮୨,୦୫୪ ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୬୧,୪୧୫ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୩,୮୭୧ ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0