କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି ।24 ରାଉଣ୍ଡ ଗଣତି ଶେଷ ହୋଇଛି ।24 ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ 92,810 ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ 72,321 ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ 4,155 ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0