କଡ଼ା ସୁରକ୍ଷା ଭିତରେ ପିପିଲି ଉପନିର୍ବାଚନର ଭୋଟ୍ ଗଣତି ଚାଲିଛି । ୫ମ ରାଉଣ୍ଡ ଗଣତି ଶେଷ ହୋଇଛି । ୫ମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ୨୦,୧୨୫ ଭୋଟ୍ରେ ଆଗୁଆ ଥିବା ସୂଚନା ମିଳିଛି ।
। ସେହିପରି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୧୪,୩୩୮ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୧୫୪୫ ଖଣ୍ଡ ଭୋଟ୍ ମିଳିଥିବା ସୂଚନା ମିଳିଛି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0