spot_img

ଆଜିଠାରୁ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର: ଆଜିଠାରୁ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି । କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ ଆଉ କିଛି ଅଫଲାଇନ ଯୋଗେ ପରୀକ୍ଷା କରୁଛନ୍ତି । ସେହିପରି ଉଭୟ ଅନଲାଇନ ଓ ଅଫଲାଇନ ଯୋଗେ ପରୀକ୍ଷା କରିବାକୁ ମଧ୍ୟ କିଛି ଶିକ୍ଷା ଅନୁଷ୍ଠାନ ନିଷ୍ପତ୍ତି ନେଇଛନ୍ତି । କରୋନା କଟକଣା ଭିତରେ ପରୀକ୍ଷା କରାଯିବ । ଅକ୍ଟୋବର ୧୦ ତାରିଖ ସୁଦ୍ଧା ଏସବୁ ପରୀକ୍ଷା ଶେଷ ହେବ ବୋଲି ଉଚ୍ଚ ଶିକ୍ଷା ବିଭାଗ ଘୋଷଣା କରିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular