ଭୁବନେଶ୍ୱର: ଲକଡାଉନ ସମୟରେ ଚାଟାର୍ଡ ଫ୍ଲାଇଟରେ ଗସ୍ତ ନେଇ ମୁହଁ ଖୋଲିଛନ୍ତି ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଯଦି କୋଭିଡ ସମୟରେ ସେ ଚାଟାର୍ଡ ଫ୍ଲାଇଟରେ ବୁଲିଥିଲେ ତେବେ ସରକାର ସେତେବେଳେ କାହିଁକି କହୁନଥିଲେ ଏବେ କାହିଁକି କହୁଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି । ସେ ଡିଜିସିଏ ଓ ଏୟାରପୋର୍ଟ ଅଥରିଟିଙ୍କ ଅନୁମତି କ୍ରମେ ଗସ୍ତ କରିଛନ୍ତି । ଏଥିରେ କିଛି ଅସୁବିଧା ନାହିଁ କି ସେ ଭୁଲ କରିନାହାନ୍ତି । ସେ ପୁଣେ ଯାଇଥିବା ନେଇ ସ୍ପଷ୍ଟ କରିଛନ୍ତି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0