spot_img

ଦ୍ୱିତୀୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ

 ନୂଆଦିଲ୍ଲୀ: ଦେଶରେ ଜାରି ରହିଛି ପ୍ରଥମ ପର୍ଯ୍ୟାୟ ଟିକାକରଣ ଖୁବ ଶୀଘ୍ର ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ। ଖୁବ ଶୀଘ୍ର ଆରମ୍ଭ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣରେ ଟିକା ନେବେ ପ୍ରଧାନମନ୍ତ୍ରୀଙ୍କ ସମେତ ସମସ୍ତ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀମାନଙ୍କ ସହ ପୂର୍ବରୁ ବୈଠକ ନେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଷୟରେ ଦେଇଥିଲେ ସୂଚନା ୫୦ ବର୍ଷ କିମ୍ବା ଏହାଠୁ ଅଧିକ ବୟସର ସମସ୍ତ  ମୁଖ୍ୟମନ୍ତ୍ରୀଙ୍କୁ ଟିକା ପ୍ରଦାନ କରାଯିବା ନେଇ ସୂଚନା ଦେଇଥିଲେ ପ୍ରଧାନମନ୍ତ୍ରୀ

ଏହି ଟିକାକରଣରେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ବ୍ୟତିତ ସମସ୍ତ ସାସଂଦ, ବିଧାୟକ ମଧ୍ୟ ଟିକା ନେବେ କିନ୍ତୁ ବୟସ ୫୦ରୁ ଅଧିକ ହୋଇଥିବା ଆବଶ୍ୟକ ପ୍ରଥମ ପର୍ଯ୍ୟାୟ ଟିକାକରଣରେ ଲକ୍ଷ କରୋନା ଯୋଦ୍ଧାଙ୍କ ପାଇଁ ଭ୍ୟାକ୍ସିନ ପ୍ରସ୍ତୁତ କରାଯାଇଥିଲା ଯାହା ବର୍ତ୍ତମାନ ମଧ୍ୟ ଚାଲୁ ରହିଛି ସେପଟେ ଦ୍ୱିତାୟ ପର୍ଯ୍ୟାୟ ଟିକାକରଣ କେବେ ଆରମ୍ଭ କରାଯିବ ତାରିଖ ଘୋଷଣା ହୋଇନାହିଁ କିନ୍ତୁ ଏନେଇ ସମସ୍ତ ଗାଇଡଲାଇନ ପ୍ରସ୍ତୁତ ସରିଛି

ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ,ରାଜ୍ୟପାଳ ଏବଂ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଟିକା ଗ୍ରହଣ କରିବେ ସାଂସଦ ଏବଂ ବିଧାୟକ ମାନେ ମଧ୍ୟ ଟିକାନେବେ ସେହିପରି ତୃତୀୟ ପର୍ଯ୍ୟାୟରେ ୫୦ ବର୍ଷରୁ ଅଧିକ ବୟସର ସେନା କର୍ମଚୀରୀ, ଅର୍ଦ୍ଧସାମରିକ ବଳ ଏବଂ ଯବାନଙ୍କୁ ଟିକା ପ୍ରଦାନ କରାଯିବା ନେଇ ନିଷ୍ପତି ହୋଇଛି

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular