spot_img

ମୁଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି : ରାହୁଲ ଗାନ୍ଧୀ

ପ୍ରଣବ ମୁଖାର୍ଜୀଙ୍କ ମୃତ୍ୟୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସେ ଲେଖିଛନ୍ତି,  ଅତ୍ୟଧିକ ଦୁଃଖର ସହିତ  ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ମୃତ୍ୟୁ ଖବର ଦେଶ ଗ୍ରହଣ କରିଛି। ମୁଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କୁ ମୋର ଗଭୀର ସମବେଦନା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular